Robbing Milk Packages: ଆରମ୍ଭ ହେଲାଣି ନୂଆ କ୍ରାଇମ୍; ଦୁଆର ମୁହଁରୁ ଚୋରି ହେଉଛି କ୍ଷୀର ପ୍ୟାକେଟ୍
ବେଙ୍ଗାଲୁରରେ ଲଗାତାର ଦୁଗ୍ଧ ଦର ବୃଦ୍ଧି ପାଉଥିବା ବେଳେ ଏବେ ଦୁଗ୍ଧ ଚୋରଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଚୋରମାନେ ଲୋକଙ୍କ ଗେଟ୍ରେ ଟଙ୍ଗାଯାଇଥିବା କ୍ଷୀର ଓ ଦୁଗ୍ଧ କ୍ରେଟକୁ ଟାର୍ଗେଟ କରୁଛନ୍ତି। ସିସିଟିଭି ଫୁଟେଜରେ ଏହି ଭିଡିଓ ରେକର୍ଡ ହୋଇଛି।