Russia Supports India Against Terrorism: ଆତଙ୍କବାଦ ବିରୋଧୀ ଲଢେଇରେ ଭାରତକୁ ଋଷିଆର ପୂର୍ଣ୍ଣ ସମର୍ଥନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡା ନିନ୍ଦା କରିବା ସହିତ ଭାରତର ଆତଙ୍କବାଦୀ ବିରୋଧି ଅଭିଯାନରେ ଋଷ ପୂର୍ଣ୍ଣ ସମର୍ଥନ କରିବ ବୋଲି କହିଛନ୍ତି ।

Russia Supports India Against Terrorism: ଆତଙ୍କବାଦ ବିରୋଧୀ ଲଢେଇରେ ଭାରତକୁ ଋଷିଆର ପୂର୍ଣ୍ଣ ସମର୍ଥନ
Array