Salman Khan Birthday 2024: ସଲମାନଙ୍କୁ ଅଫର ହୋଇଥିଲା ‘ବାଜିଗର୍’, ସେ ମନାକରିଦେଲେ; ଜାଣନ୍ତୁ କାହିଁକି…
ସଲମାନ ଦୀର୍ଘ ଦିନ ଧରି ଚଳଚ୍ଚିତ୍ର ଶିଳ୍ପ ସହିତ ଲୋକଙ୍କ ହୃଦୟରେ ରାଜ୍ କରିଆସୁଛନ୍ତି। ଯେତେବେଳେ ବି ସଲମାନଙ୍କ ଫିଲ୍ମ ବିଷୟରେ କୌଣସି ଆଲୋଚନା ହୁଏ, ତାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇଯାଆନ୍ତି। ତେବେ ଆସନ୍ତୁ ଆଜି ତାଙ୍କ ଜନ୍ମଦିନରେ ତାଙ୍କ ସହିତ ଜଡିତ କିଛି ଅଜଣା କଥା ଉପରେ ନଜର ପକେଇବା।