Saradhabali Stampede: ଶରଧାବାଲି ଅଘଟଣ: କ୍ଷମା ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ; କହିଲେ, ଏଭଳି ଅବହେଳା ଅକ୍ଷମଣୀୟ

ଏହି ଅଘଟଣ ପରେ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଁ ଏବଂ ମୋ ସରକାର ସମସ୍ତ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ ।

Saradhabali Stampede: ଶରଧାବାଲି ଅଘଟଣ: କ୍ଷମା ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ; କହିଲେ, ଏଭଳି ଅବହେଳା ଅକ୍ଷମଣୀୟ
Array