Senior Citizens Marriage: ପିଲାଏ କଲେ ବାପାମାଆଙ୍କ ବିବାହ
ହୋମ ଯଜ୍ଞ ଚାଲିଛି...ମଙ୍ଗଳ ଧ୍ବନି ବାଜୁଛି,,, ବର କନ୍ୟା ମନ୍ତ୍ର ପାଠ ସହ ପରସ୍ପରକୁ ବାହା ହେଉଛନ୍ତି। ସାଧାରଣ ଭାବେ ଗଣ ବିବାହ ଏଇଭଳି ହିଁ ହୁଏ। ତେବେ ଏଠିକାର ବିଶେଷତ୍ବ ଏୟା ଯେ... ଏଠି କେବଳ ୬୦ ବର୍ଷରୁ ଉର୍ଦ୍ଧ୍ବ ଦଂପତି ହିଁ ପୁନର୍ବାର ବାହା ହେଉଛନ୍ତି । ତା ବି ସେମାନଙ୍କ ପିଲାମାନେ ହିଁ ବାହାଘର କରାଉଛନ୍ତି ।