Septic Tank Mishap: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୪ ମୃତ

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ । ନବରଙ୍ଗପୁର ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

Septic Tank Mishap: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୪ ମୃତ
Array