Severe Cold: ଶୀତରେ ଥରୁଛି ସାରା ଓଡ଼ିଶା, କାଲିଠୁ ୩ଦିନ ଯାଏଁ ପୁଣି ବର୍ଷା ସମ୍ଭାବନା !

ସଞ୍ଜ ନଉଁ ନଉଁ ଖସି ଖସି ଆସୁଛି ପାରଦ, ଆଉ ରାତିରେ ମାଡି ଆସୁଛି ଅସମ୍ଭାଳ ଜାଡ । ଲାଞ୍ଜିଗଡ, ଏମ୍. ରାମପୁର, କାଟକୁରା, ଡୁମେରପଦର, ସିରିମସ୍କା, କର୍ଲାଘାଟ ଓ ଅଡରି ଅଂଚଳରେ ଅସହ୍ୟ ହେଲାଣି ଶୀତ । ରାତି ତ ରାତି, ଦିନ ବେଳା ବି ଦେହ ଥରିଉଠୁଛି ।

Severe Cold: ଶୀତରେ ଥରୁଛି ସାରା ଓଡ଼ିଶା, କାଲିଠୁ ୩ଦିନ ଯାଏଁ ପୁଣି ବର୍ଷା ସମ୍ଭାବନା !
Array