Shaktishree: 'ଅଗଷ୍ଟ ୪ ସୁଦ୍ଧା 'ଶକ୍ତିଶ୍ରୀ' ସଂଯୋଜିକା ଦାୟିତ୍ୱ ଦିଅ'
ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ 'ଶକ୍ତିଶ୍ରୀ' ସଂଯୋଜିକା। ବିଶ୍ବବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଚିଠି କରିଛି ଉଚ୍ଚଶିକ୍ଷା ବିଭାଗ। ଅଗଷ୍ଟ ୪ ସୁଦ୍ଧା ଜଣେ ଅଧ୍ୟାପିକାଙ୍କୁ ଶକ୍ତିଶ୍ରୀ ସଂଯୋଜିକା ଭାବେ ମନୋନୀତ କରି ଦାୟିତ୍ୱ ଦେବାକୁ ନିର୍ଦ୍ଦେଶ।