Sherlyn Chopra: ଶାଳୀନତାର ସୀମା ପାର୍ କଲେ ଶର୍ଲିନ୍ ଚୋପ୍ରା; ସମସ୍ତଙ୍କ ସାମ୍ନାରେ ପାପାରାଜୀଙ୍କୁ କିସ୍

ଶର୍ଲିନ୍ ଚୋପ୍ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ୍‌ ହେବାରେ ଲାଗିଛି। ଏହି ଭାଇରାଲ ଭିଡିଓରେ ଶର୍ଲିନ୍ ଏମିତି ଏକ ଶାଢି ପିନ୍ଧିଛନ୍ତି ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି।

Sherlyn Chopra: ଶାଳୀନତାର ସୀମା ପାର୍ କଲେ ଶର୍ଲିନ୍ ଚୋପ୍ରା; ସମସ୍ତଙ୍କ ସାମ୍ନାରେ ପାପାରାଜୀଙ୍କୁ କିସ୍
Array