Shortest Day Of The Year: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା

ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ ।

Shortest Day Of The Year: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା
Array