Similipal National Park Expansion: ଶିମିଳିପାଳରେ ବଢୁଛି ମହାବଳ ସଂଖ୍ୟା, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ
୪୫ ବର୍ଷ ପରେ ଗତକାଲି ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ପାଇଛି ଜାତୀୟ ଉଦ୍ୟାନ ମାନ୍ୟତା । ଏହା ଦ୍ୱାରା କେନ୍ଦ୍ରରୁ ସ୍ବତନ୍ତ୍ର ବଜେଟ ମିଳିବ । ସେହିପରି ବନ୍ୟପ୍ରାଣୀ ଓ ଜଙ୍ଗଲର ଅଧିକ ସୁରକ୍ଷା ହୋଇପାରିବ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ବିଭାଗୀୟ ମନ୍ତ୍ରୀ।