Sishu Batika :ଆଜି ହେବ ଖଡ଼ି ଛୁଆଁ; ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ ହେଉଛି।ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେଉଛି।

Sishu Batika :ଆଜି ହେବ ଖଡ଼ି ଛୁଆଁ; ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
Array