Southwest Monsoon: ପାଗ ଅନୁକୂଳ; ୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଖୁସି ଖବର। ୨୪ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ କେନ୍ଦ୍ର ( IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Southwest Monsoon: ପାଗ ଅନୁକୂଳ; ୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ
Array