Space Station: ମହାକାଶରେ ଆଉ ଏକ କୀର୍ତ୍ତିମାନ ଅପେକ୍ଷାରେ ଭାରତ; ପରୀକ୍ଷାମୂଳକ ଇନ୍-ସ୍ପେସ୍ ଡକିଂ କରିବ ଇସ୍ରୋ 

ଖୁବ୍ ଶୀଘ୍ର ଆଉ ଏକ ବଡ଼ ମିଶନକୁ ସଫଳ କରିବାକୁ ଜୋରଦାର୍ ହୋଇଛି କସରତ। 'ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ'ସ୍ଥାପନ ଦିଗରେ ଆଗକୁ ବଢୁଛି ଭାରତୀୟ ମହାକାଶ ଗବେଷଣ ସଂସ୍ଥା। 

Space Station: ମହାକାଶରେ ଆଉ ଏକ କୀର୍ତ୍ତିମାନ ଅପେକ୍ଷାରେ ଭାରତ; ପରୀକ୍ଷାମୂଳକ ଇନ୍-ସ୍ପେସ୍ ଡକିଂ କରିବ ଇସ୍ରୋ 
Array