Special Story: ଗୁହାରି ଶୁଣିଲେ ମୁଖ୍ୟମନ୍ତ୍ରୀ; କୁନି ପୁଅ ପାଇଁ ମଗାଇଲେ ଆମ୍ୱୁଲାନ୍ସ, ଦେଲେ ଚିକିତ୍ସା ନିର୍ଦ୍ଦେଶ
ପ୍ରତ୍ୟୁଷଙ୍କ ଅବସ୍ଥା ଦେଖୁ ଦେଖୁ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତୁରନ୍ତ ଆମ୍ୱୁଲାନ୍ସ ମଗାଇ ଶିଶୁଟିକୁ କ୍ୟାପିଟାଲ ହସ୍ପିଟାଲ ପଠାଇବାର ବ୍ୟବସ୍ଥା କରିଥିଲେ। ତେବେ ଶିଶୁଟିର ଅଧିକ ଚିକିତ୍ସା ପାଇଁ ଏବେ ତାକୁ SCB ମେଡ଼ିକାଲ ପଠାଯାଇଛି।