Special Story: ପଞ୍ଚାୟତ ଆକାଉଣ୍ଟରୁ PEO ଉଠାଇନେଲେ ୪୩ ଲକ୍ଷ ଟଙ୍କା, ବେଟିଂ ଆପରେ ଖେଳି ଉଡାଇଦେଲେ
ବାବୁଙ୍କୁ ଘାରିଥିଲା ରାତାରାତି କୋଟିପତି ହେବା ସ୍ୱପ୍ନ । ସେଥିପାଇଁ ସେ କ୍ରିକେଟ ଓ ଅନ୍ୟାନ ବେଟିଂ ଆପରେ ପଇସା ଲଗାଉଥିଲେ । ତାଙ୍କୁ ପଇସାର ଭୂତ ଏମିତି ଘାରିଥିଲା ଯେ ସରକାରୀ ପଇସାରେ ମଧ୍ୟ ଜୁଆ ଖେଳିବାକୁ ପଛାଇ ନଥିଲେ ।