Spiritual Orator Abhinav Arora: ପ୍ରଭୁ ହନୁମାନଙ୍କ ଭଳି ନାଚିଲେ ଅଭିନବ ଆରୋରା, ଭାଇରାଲ ହେଲା ଭିଡ଼ିଓ
ଭିଡିଓରେ ସେ ପ୍ରଭୁ ହନୁମାନଙ୍କ ପରି ପୋଷାକ, ଫୁଲମାଳ ଓ ମୁକୁଟ ପିନ୍ଧିଥିବାର ଦେଖିବାକୁ ମିଳିଛି । ହନୁମାନଙ୍କ ଅବତାରକୁ ଅନୁକରଣ କରିବା ପାଇଁ ସେ ସେଭଳି ମେକଅପ ନେବା ସହ ହାତରେ ଏକ ଗଦା ଧରିଥିବା ଦେଖାଯାଇଛି ।