Sports: ଡବ୍ଲ୍ୟୁଟିସି ଫାଇନାଲ୍‌ରେ ଭାରତର ପ୍ରବେଶ ସମ୍ଭାବନାକୁ ଉଜ୍ଜୀବିତ ରଖିଛନ୍ତି ବୁମ୍‌ରା

ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ରେ ଏ ଯାବତ ଚାଲେଞ୍ଜ୍‌ପୂର୍ଣ୍ଣ ରହିଆସିଛି ଟିମ୍ ଇଣ୍ଡିଆର ଅଭିଯାନ । ତେବେ ଦମ୍‌ଦାର ବୋଲିଂ ପ୍ରଦର୍ଶନ ବଳରେ ଡବ୍ଲ୍ୟୁଟିସି ଫାଇନାଲ୍‌ରେ ଭାରତର ପ୍ରବେଶ ସମ୍ଭାବନାକୁ ଉଜ୍ଜୀବିତ ରଖିଛନ୍ତି ଉପ-ଅଧିନାୟକ ଯଶପ୍ରୀତ ବୁମ୍‌ରା ।

Sports: ଡବ୍ଲ୍ୟୁଟିସି ଫାଇନାଲ୍‌ରେ ଭାରତର ପ୍ରବେଶ ସମ୍ଭାବନାକୁ ଉଜ୍ଜୀବିତ ରଖିଛନ୍ତି ବୁମ୍‌ରା
Array