Spurious Liquor Deaths: ବିଷାକ୍ତ ମଦ ପିଇ ୧୪ ଜଣଙ୍କ ମୃତ୍ୟୁ, ୬ ଗୁରୁତର

ପଞ୍ଜାବର ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ଛାନଭିନ୍ ଚଳାଇଛି ।

Spurious Liquor Deaths: ବିଷାକ୍ତ ମଦ ପିଇ ୧୪ ଜଣଙ୍କ ମୃତ୍ୟୁ, ୬ ଗୁରୁତର
Array