Srimandir Ratna Bhandar: ଡିସେମ୍ବର ୧୬ରୁ ରତ୍ନଭଣ୍ଡାର ମରାମତି; ଜାନୁଆରୀ ସୁଦ୍ଧା ସରିବ ଅଳଙ୍କାର ଗଣତି-ମଣତି !

ଡିସେମ୍ବର ୧୬ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଗତ ସେପ୍ଟେମ୍ବର ମାସରେ ରତ୍ନଭଣ୍ଡାର GPR-GPS ରିପୋର୍ଟ ଆସିବା ପରେ ଏବେ ମରମତି କାର୍ଯ୍ୟ ଆରମ୍ଭ ଲାଗି ପ୍ରସ୍ତୁତ ହୋଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା। 

Srimandir Ratna Bhandar: ଡିସେମ୍ବର ୧୬ରୁ ରତ୍ନଭଣ୍ଡାର ମରାମତି; ଜାନୁଆରୀ ସୁଦ୍ଧା ସରିବ ଅଳଙ୍କାର ଗଣତି-ମଣତି !
Array