Srimandir: ଜଗା ଦର୍ଶନ ପାଇଁ ନୂଆ ବ୍ୟବସ୍ଥା, ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଡିସେମ୍ୱର ୨୭ ଓ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ। ଗତକାଲି ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିବା ପରେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Srimandir: ଜଗା ଦର୍ଶନ ପାଇଁ ନୂଆ ବ୍ୟବସ୍ଥା, ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ
Array