Srimandir: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା, ସ୍ବତନ୍ତ୍ର ବାରିକେଡ୍ ଯୋଗେ ଦର୍ଶନ କରିବେ ଶ୍ରଦ୍ଧାଳୁ
ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା । ଜାନୁଆରୀ ପହିଲାରୁ ଲାଗୁ ହେବ ନାଟମଣ୍ଡପରେ ବ୍ୟାରିକେଡ୍ ଓ ରାଂପ୍ ସିଷ୍ଟମ । ସ୍ବତନ୍ତ୍ର ବାରିକେଡ୍ ଯୋଗେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ ।