Srimandir: ନୂଆବର୍ଷରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼, ବ୍ୟାରିକେଡ୍‌ ଭାଙ୍ଗିଲେ ଶ୍ରଦ୍ଧାଳୁ

ନୂଆବର୍ଷ ଅବସରରେ ଆଜି ସକାଳୁ ସକାଳୁ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା । ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ ।

Srimandir: ନୂଆବର୍ଷରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼, ବ୍ୟାରିକେଡ୍‌ ଭାଙ୍ଗିଲେ ଶ୍ରଦ୍ଧାଳୁ
Array