State Government Staff DA Hike 2025: ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା
ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।