Students Scholarship: ୧୦ ବର୍ଷରେ ୫୦ ହଜାର ଛାତ୍ରବୃତ୍ତି ପ୍ରଦାନ କରିବାକୁ ଯୋଜନା
ଛାତ୍ରବୃତ୍ତିର ପରିସର ବହୁତ ବ୍ୟାପକ ହୋଇଥିବା ବେଳେ ୨୯ଟି ରାଜ୍ୟର ୫୪୦ଟି ଜିଲ୍ଲାରୁ ବୃତ୍ତି ପାଇଥିବା ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି। ଏହି ୫ ହଜାର ଛାତ୍ରଛାତ୍ରୀ ପ୍ରାୟ ୧୩୦୦ ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଅଛନ୍ତି। ଓଡ଼ିଶାର ୧୨୦ ଜଣ ଛାତ୍ରଛାତ୍ରୀ ୨୦୨୪-୨୫ରେ ଛାତ୍ରବୃତ୍ତି ପାଇବାରେ ସଫଳ ହୋଇଛନ୍ତି।