Students’ Union Elections: ବନ୍ଦ କରିଥିଲେ ନବୀନ, ଆରମ୍ଭ କରିବେ ମୋହନ... ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ

ଏବର୍ଷ ସିନା ହେଲାନି, ଆସନ୍ତାବର୍ଷ ନିଶ୍ଚିତ ହେବ ଛାତ୍ର ସଂସଦ ନିର୍ବାଚନ । କଟକରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ଏ ଘୋଷଣାରେ ଉତ୍ସାହିତ ଛାତ୍ରଛାତ୍ରୀ ।

Students’ Union Elections: ବନ୍ଦ କରିଥିଲେ ନବୀନ, ଆରମ୍ଭ କରିବେ ମୋହନ... ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ
Array