Subhadra Yojana: କାହିଁକି ସୁଭଦ୍ରା ଦ୍ୱିତୀୟ କିସ୍ତିରୁ ହେଲେ ବଞ୍ଚିତ? କାରଣ କହିଲେ ପ୍ରଭାତୀ

ଦ୍ୱିତୀୟ କିସ୍ତିରୁ ବଞ୍ଚିତ ମହିଳାଙ୍କ ପାଇଁ ଆମେ ଚିନ୍ତିତ ଅଛୁ। ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ଦ୍ୱିତୀୟ କିସ୍ତି ଆସିବା ବେଳେ ତାଙ୍କ ପାଖରେ ଥିବା ରାସନ୍ କାର୍ଡକୁ ଆୟ ବର୍ଗ ଅଧିକ ଥିବାରୁ ରାସନ୍ କାର୍ଡ ଫେରାଇଛନ୍ତି।

Subhadra Yojana: କାହିଁକି ସୁଭଦ୍ରା ଦ୍ୱିତୀୟ କିସ୍ତିରୁ ହେଲେ ବଞ୍ଚିତ? କାରଣ କହିଲେ ପ୍ରଭାତୀ
Array