Subhadra Yojana: ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଚାଲିଛି ଯାଞ୍ଚ

ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Subhadra Yojana: ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଚାଲିଛି ଯାଞ୍ଚ
Array