Subhadra Yojana: ‘ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା’

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଥିଲେ। ଦ୍ବିତୀୟ କିସ୍ତିରେ ୯୮ ଲକ୍ଷ ୮୨ ହଜାର ୯୨ ଜଣ ଟଙ୍କା ପାଇଛନ୍ତି। 

Subhadra Yojana: ‘ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା’
Array