Subhadra Yojana: ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା

ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆଜି ଆସିଲା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଦିନ ୧୨ଟାରେ ଖାତାକୁ ଆସିଛି ‘ସୁଭଦ୍ରା’ ଟଙ୍କା। ଆଉ ଦିନକ ପରେ ୮ ତାରିଖରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା।

Subhadra Yojana: ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା
Array