Sudden Change Of Weather: ଲୁଚକାଳି ଖେଳୁଛି ଶୀତ; ଉପରମୁହାଁ ହେଉଛି ପାରଦ...

ଯେତେବେଳେ ଜାଡ଼, ହାଡ଼ ଭାଙ୍ଗିବା କଥା ସେତେବେଳେ ଖରା କାଟୁଛି। ପୌଷ ସରିବାକୁ ବସିଲାଣି, କିନ୍ତୁ କମ୍ବଳର ବିଶେଷ ଆବଶ୍ୟକତା ପଡୁନି। ଲୁଚକାଳି ଖେଳୁଛି ଶୀତ।

Sudden Change Of Weather: ଲୁଚକାଳି ଖେଳୁଛି ଶୀତ; ଉପରମୁହାଁ ହେଉଛି ପାରଦ...
Array