Sukhbir Singh Badal Firing: ସ୍ୱର୍ଣ୍ଣ ମନ୍ଦିରରେ ଫୁଟିଲା ଗୁଳି; ଅଳ୍ପକେ ବର୍ତ୍ତିଲେ SAD ମୁଖ୍ୟ ସୁଖବୀର ସିଂ ବାଦଲ

ଆଜି ସ୍ୱର୍ଣ୍ଣ ମନ୍ଦିର ପ୍ରବେଶ ଦ୍ୱାରରେ ବାବର ଖାଲସା ଇଣ୍ଟରନ୍ୟାସନାଲ (BKI)ର ପୂର୍ବତନ ଆତଙ୍କବାଦୀ ନାରାୟଣ ସିଂ ଚୌରା ଶିରୋମଣି ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳିମାଡ଼ କରିଥିଲା। ନାରାୟଣ ସିଂ ଚୌରାକୁ ଉପସ୍ଥିତ ଥିବା ଲୋକଙ୍କୁ ଧରିବା ସହ ପୋଲିସକୁ ହସ୍ତାନ୍ତର କରିଥିଲେ।

Sukhbir Singh Badal Firing: ସ୍ୱର୍ଣ୍ଣ ମନ୍ଦିରରେ ଫୁଟିଲା ଗୁଳି; ଅଳ୍ପକେ ବର୍ତ୍ତିଲେ SAD ମୁଖ୍ୟ ସୁଖବୀର ସିଂ ବାଦଲ
Array