Sulia Jatra Tension: ଗୋଟିଏ ବଦଳରେ ଦୁଇଟି ସ୍ଥାନରେ ହେବ ସୁଲିଆ ମହୋତ୍ସବ, ମୁହାଁମୁହିଁ ଦୁଇ ଗୋଷ୍ଠୀ

ବଲାଙ୍ଗିର ଜିଲ୍ଳା ଦେଓଗାଁ ବ୍ଳକର ଖଇରଗୁରା ଗାଁ । ଆଦିମ କାଳରୁ ଏଇଠି ପାଳିତ ହୋଇ ଆସୁଥିଲା ସୁଲିଆ ଯାତ୍ରା । କିନ୍ତୁ ସାଧାରଣ ବିବାଦ ଯୋଗୁଁ, ୧୯୭୦ ମସିହାରେ, ନିକଟ କୁମୁରିଆ ଗାଁରେ ଆଉ ଗୋଟେ ଖଳା ସୃଷ୍ଟି କରି ଆଦିବାସୀ ପରମ୍ପରା ଅନୁଯାୟୀ, ଆୟୋଜିତ ହୋଇ ଆସୁଛି ସୁଲିଆ ଯାତ୍ରା । ତେଣୁ ୧୯୭୦ ମସିହାରୁ ଉଭୟ ଖଇରଗୁରାର ବଡଖଳା ଓ କୁମୁରିଆର ସାନଖଳାରେ ବଳି ଆୟୋଜିତ ହୁଏ । କିନ୍ତୁ ମୂଳପୀଠସ୍ଥଳୀ ଖଇରଗୁରାରେ ଆୟୋଜିତ ହେଉଥିଲା ସୁଲିଆ ମହୋତ୍ସବ । କିନ୍ତୁ ଏଥର ପ୍ରଥମ କରି କୁମୁରିଆରେ ଆୟୋଜିତ ହେବ ମହୋତ୍ସବ ।

Sulia Jatra Tension:  ଗୋଟିଏ ବଦଳରେ ଦୁଇଟି ସ୍ଥାନରେ ହେବ ସୁଲିଆ ମହୋତ୍ସବ, ମୁହାଁମୁହିଁ ଦୁଇ ଗୋଷ୍ଠୀ
Array