Summer Vacation: ଜୁନ୍‌ ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ୍‌

ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗ ଚିଠି କରିଛି ।

Summer Vacation: ଜୁନ୍‌ ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ୍‌
Array