Sundargarh Mining Scam: ଖୋଲିବ ସୁନ୍ଦରଗଡ଼ ଖଣି ଦୁର୍ନୀତିର ଗୁମର; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବହୁଚର୍ଚ୍ଚିତ ସୁନ୍ଦରଗଡ଼ ଖଣି ଦୁର୍ନୀତିର ହେବ ଭିଜିଲାନ୍ସ ତଦନ୍ତ। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଇ‍‍ବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Sundargarh Mining Scam: ଖୋଲିବ ସୁନ୍ଦରଗଡ଼ ଖଣି ଦୁର୍ନୀତିର ଗୁମର; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Array