Sunil Narine's Unique Record: ଟି୨୦ରେ ନିଆରା ରେକର୍ଡ ହାସଲ କଲେ ସୁନୀଲ ନାରିନ, ପାଲଟିଲେ ବିଶ୍ବର ଶ୍ରେଷ୍ଠ ବୋଲର
କୋଲକାତା ନାଇଟ ରାଇଡର୍ସର ବୋଲର ସୁନୀଲ ନାରିନ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି। ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଡିଫେଣ୍ଡିଂ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ ବିଜୟୀ ହୋଇଥିଲା। ଏହି ମ୍ୟାଚରେ ୩ ୱିକେଟ ନେଇ ପ୍ଲେୟର ଅଫ ଦ ମ୍ୟାଚ ବିବେଚିତ ହୋଇଥିବା ସୁନୀଲ ନାରିନ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି।