Sunita Williams Return:ଏବେ ଫେରିବେନି ସୁନିତା, ହାଇଡ୍ରଲିକ୍ ସିଷ୍ଟମରେ ତ୍ରୁଟି କାରଣରୁ ମିଶନ ସ୍ଥଗିତ

ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଓ ତାଙ୍କ ସାଥୀ ୱିଲମୋର ବୁଚଙ୍କର ଫେରିବା ଆହୁରି ବିଳମ୍ବ ହେବ । ତେବେ ଚଳିତ ମାସ ୧୯ ସୁଦ୍ଧା ନାସାର ଦୁଇ ମହାକାଶଚାରୀ ସୁନିତା ୱିଲିୟମସ ଓ ୱିଲମୋର ପୃଥିବୀପୃଷ୍ଠକୁ ଫେରିବେ ବୋଲି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ କୁହାଯାଇଛି।

Sunita Williams Return:ଏବେ ଫେରିବେନି ସୁନିତା, ହାଇଡ୍ରଲିକ୍ ସିଷ୍ଟମରେ ତ୍ରୁଟି କାରଣରୁ ମିଶନ ସ୍ଥଗିତ
Array