Sunita Williams: ସୁନୀତା ପୃଥିବୀକୁ ଫେରିଲେ, ସାଥୀ ବୈଜ୍ଞାନିକଙ୍କୁ ଦେଖି ହସି ଦେଲେ

ଆମେରିକାର ଫ୍ଲୋରିଡ଼ା ତଟରେ ନିର୍ଦ୍ଧାରିତ ଭାରତୀୟ ସମୟ ଭୋର୍ ୩ଟା ୨୭ ମିନିଟରେ ସଫଳ ଲାଣ୍ଡିଂ କରିଛି ଡ୍ରାଗନ୍ କ୍ୟାପସୁଲ୍ । ନାସା ଏବଂ ସ୍ପେଶ୍ ଏକ୍ସର ମିଳିତ ଉଦ୍ୟମରେ ସଫଳତାର ସହ ମହାକାଶ ଛାଡ଼ି ପୃଥିବୀରେ ପହଞ୍ଚିଛନ୍ତି ୪ ମହାକାଶଚାରୀ ।

Sunita Williams: ସୁନୀତା ପୃଥିବୀକୁ ଫେରିଲେ, ସାଥୀ ବୈଜ୍ଞାନିକଙ୍କୁ ଦେଖି ହସି ଦେଲେ
Array