Suryavanshi Suraj:ବିଜେଡିକୁ ପରିପକ୍ୱତାର ପାଠ ପଢେଇଲେ ସୂର୍ଯ୍ୟବଂଶୀ, ବିଜେଡି କହିଲା ଦେଇପାରିଲେନି ଉତ୍ତର
ସୂର୍ଯ୍ୟବଂଶୀ ବିଜେଡିକୁ ପଢାଇଛନ୍ତି ପରିପକ୍ୱତାର ପାଠ। କହିଛନ୍ତି, ବିରୋଧୀ ଦଳ ପରିପକ୍ବତା କଥା କହୁଛି । ହେଲେ ନିର୍ବାଚନ ସମୟରେ ରାଜ୍ୟ ସାରା ଷ୍ଟାଡିୟମରେ ହେଲିକପଟରରେ ଓହ୍ଲାଇବା ବିଜେଡିର ପରିପକ୍ବତା ଥିଲା କି ବୋଲି ସେ ପ୍ରଶ୍ନ କରିଛନ୍ତି।