Suspended PEO Nabbed by Vigilance: ପେଶା ସରକାରୀ ଚାକିରି, ନିଶା ଅନଲାଇନ୍ ବେଟିଂ; ବାବୁଙ୍କୁ ଘାରିଛି ରାତାରାତି କୋଟିପତି ହେବାର ନିଶା...
ସରକାରୀ ଅର୍ଥକୁ ଅନଲାଇନ୍ କ୍ରିକେଟ୍ ବେଟିଂ ଆପରେ ଲଗାଇ ଦୁଇ ଦୁଇ ଜଣ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଫସିବାକୁ ନେଇ ଏବେ ଚର୍ଚ୍ଚା। କାଲି ଗଞ୍ଜାମ ରାଧାଦେଇପୁର ପିଇଓ, ଆଉ ଆଜି କଳାହାଣ୍ଡି ତଳନାଗି ଓ ପୋଡ଼ାପଦରର ପୂର୍ବତନ ପିଇଓ ବନ୍ଧା ହୋଇଛନ୍ତି।