Tara Bahinipati Suspend: ତାରା ବାହିନୀପତି ୭ ଦିନ ସସପେଣ୍ଡ

ବିଧାନସଭାରେ ହାତାହାତି ଘଟଣାକୁ ନେଇ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ୭ ଦିନ ସସପେଣ୍ଡ କରାଯାଇଛି। ବାଚସ୍ପତି ସୁରମା ପାଢୀ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି। ଗତକାଲି ବିଧାନସଭାରେ ତାରା ବାଚସ୍ପତିଙ୍କ ପୋଡିୟମର ମାଇକ ଭାଙ୍ଗି ଦେଇଥିଲେ। ମଙ୍ଗଳବାର ମଧ୍ୟ ଗୃହରେ ହଙ୍ଗାମା ହୋଇଥିଲା।

Tara Bahinipati Suspend: ତାରା ବାହିନୀପତି ୭ ଦିନ ସସପେଣ୍ଡ
Array