Tara bahinipati to protest: ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ - ତାରା

ନିଲମ୍ବନ କରାଯିବା ପରେ ବିଧାନସଭା ବାହାରେ ଥିବା ଗାନ୍ଧୀ ମୂର୍ତ୍ତି ନିକଟରେ ସାରା ରାତି ବସି ପ୍ରତିବାଦ କରିବେ ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି। ବିଧାନସଭାରେ ହାତାହାତି ଘଟଣାକୁ ନେଇ କଂଗ୍ରେସର ବରିଷ୍ଠ ବିଧାୟକଙ୍କୁ ୭ ଦିନ ସସପେଣ୍ଡ କରାଯାଇଛି। ବାଚସ୍ପତି ସୁରମା ପାଢୀ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି। ବାଚସ୍ପତିଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସେ ଅଭିଯୋଗ ଶୁଣି ନ ଥିଲେ।

Tara bahinipati to protest: ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ - ତାରା
Array