Tarini Temple Development Plan: ତାରିଣୀ ମନ୍ଦିର ଉନ୍ନତିକରଣ ପାଇଁ ୨୧୫ କୋଟି

ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ପ୍ରକଳ୍ପ କାମ ଖୁବଶୀଘ୍ର ଆରମ୍ଭ ହେବ । ମହାବିଷୁବ ସଂକ୍ରାନ୍ତିରେ ମା'ଙ୍କ ସୁନାବେଶ ଦର୍ଶନ କରିବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Tarini Temple Development Plan: ତାରିଣୀ ମନ୍ଦିର ଉନ୍ନତିକରଣ ପାଇଁ ୨୧୫ କୋଟି
Array