Terror Attack in Kashmir: ଆତଙ୍କୀ ହମଲା: ସାଉଦି ଆରବ ଗସ୍ତ ଅଧାରୁ ଫେରି ଆସିଲେ ପ୍ରଧାନମନ୍ତ୍ରୀ

ଆଜି ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି ମୋଦି। ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିଲେ ପିଏମ୍ ମୋଦି। ଆସନ୍ତାକାଲି ଫେରିବାର ଥିଲା। କିନ୍ତୁ ଆତଙ୍କବାଦୀ ଆକ୍ରମଣ ପରେ ଗସ୍ତ କାଣ୍ଟଛାଣ୍ଟ କରି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ।

Terror Attack in Kashmir: ଆତଙ୍କୀ ହମଲା:  ସାଉଦି ଆରବ ଗସ୍ତ ଅଧାରୁ ଫେରି ଆସିଲେ ପ୍ରଧାନମନ୍ତ୍ରୀ
Array