Terrorist Tahawwur Rana: ଅପେକ୍ଷାର ଅନ୍ତ; ଆଜି ଦିଲ୍ଲୀରେ ପହଞ୍ଚିବ ତହବୁର ରାଣା!
ଭାରତ ପହଞ୍ଚିବା ପରେ ତହବୁରକୁ ଦିଲ୍ଲୀର NIA କୋର୍ଟରେ ହାଜର କରାଯିବ। ଏହାପରେ ତାକୁ ନିଜ କଷ୍ଟୋଡିକୁ ନେଇପାରେ ଜାତୀୟ ତଦନ୍ତକାରୀ ସଂସ୍ଥା। ପୂର୍ବରୁ ଭାରତକୁ ପ୍ରତ୍ୟର୍ପଣ ବିରୋଧରେ ତହୱୁର ରାଣା କରିଥିବା ଆବେଦନକୁ ଖାରଜ କରିଥିଲେ ଆମେରିକା ସୁପ୍ରିମକୋର୍ଟ।