Three Dead in Baipariguda Accident: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ

କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅନ୍ତର୍ଗତ ୩୨୬ନମ୍ବର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Three Dead in Baipariguda Accident: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ
Array