Tigress Zeenat: ଜନ୍ତାରେ ଜିନ୍ନତ; ଖୁବଶୀଘ୍ର ଶିମିଳିପାଳ ଫେରିବ ମରାଠା ବାଘୁଣୀ
ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ଏଥର ତାକୁ ଦକ୍ଷିଣ ଶିମିଳିପାଳରେ ପୂର୍ବରୁ ଯମୁନା ପାଇଁ ତିଆରି ହୋଇଥିବା ଏନକ୍ଲୋଜରରେ ରଖାଯିବ। ଦୁଇ ତିନି ସପ୍ତାହ ଗତିବିଧି ଉପରେ ନଜର ରଖାଯାଇ, ସ୍ବଭାବରେ ସୁଧାର ଆସିବା ପରେ କୋର୍ ଏରିଆରେ ଛଡ଼ାଯିବ।