Today Panchang 17th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୮ ଗତେ ମେଷ । ତିଥି – ୭ମୀ ସନ୍ଧ୍ୟା ୦୭.୦୯ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୩.୩୮ ଗତେ ମେଷ ରାଶିର । ଘାତବାର – ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ– ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ସନ୍ଧ୍ୟା ୦୭.୦୯ ପର୍ଯ୍ୟନ୍ତ ।

Today Panchang 17th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
Array