Today Panchang 19th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୯ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ୯ମୀ ଦିବା ୦୨.୪୨ ଗତେ ୧୦ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର – ବୃଷ,ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ– ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ପାଦ-କୃଷି ଓ ବଂଶ ହାନି-ଭୂମି ଓ ତିଳକାଞ୍ଚନ ଦାନ ।