Today Panchang 25th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....
ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୧.୨୩ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ – ରାତ୍ରି ୧୧.୨୩ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ